୧ ପିତର 1:18 - ପବିତ୍ର ବାଇବଲ18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ Viz kapitolaଓଡିଆ ବାଇବେଲ18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ Viz kapitolaପବିତ୍ର ବାଇବଲ (CL) NT (BSI)18 ତୁମ୍ଭେମାନେ ଜାଣ ତୁମ ପୂର୍ବପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଜୀବନରୁ ତୁମ୍ଭମାନଙ୍କୁ ମୁକ୍ତ କରିବା ନିମନ୍ତେ କେତେ ମୂଲ୍ୟ ଦେବାକୁ ପଡ଼ିଥିଲା। ତାହା କ୍ଷୟଶୀଳ ରୂପା କି ସୁନା ନୁହେଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ Viz kapitola |