୧ ପିତର 1:20 - ପବିତ୍ର ବାଇବଲ20 ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; Viz kapitolaଓଡିଆ ବାଇବେଲ20 ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)20 ସେ ଜଗତର ସୃଷ୍ଟି ପୂର୍ବରୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହୋଇଥିଲେ ଏବଂ ତୁମ୍ଭମାନଙ୍କ ନିମନ୍ତେ ଏହି ଅନ୍ତିମ କାଳରେ ପ୍ରକାଶିତ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; Viz kapitola |