୧ ପିତର 2:13 - ପବିତ୍ର ବାଇବଲ13 ଏହି ଜଗତରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, Viz kapitolaଓଡିଆ ବାଇବେଲ13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, Viz kapitolaପବିତ୍ର ବାଇବଲ (CL) NT (BSI)13 ପ୍ରଭୁଙ୍କ ନାମରେ ଅନୁରୋଧ କରୁଛୁ, କତ୍ତୃପକ୍ଷମାନଙ୍କ ଶାସନାଧୀନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, Viz kapitola |