୧ ପିତର 2:24 - ପବିତ୍ର ବାଇବଲ24 ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ। Viz kapitolaଓଡିଆ ବାଇବେଲ24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ । Viz kapitolaପବିତ୍ର ବାଇବଲ (CL) NT (BSI)24 ଆମ୍ଭମାନେ ଯେପରି ପାପ ପ୍ରତି ମୃତ ହେବୁ ଓ ଧର୍ମ ଜୀବନ ଯାପନ କରିବୁ, ଏଥିପାଇଁ ଖୀଷ୍ଟ କ୍ରୁଶ ଉପରେ ନିଜ ଶରୀରରେ ଆମ ପାପ ବୋଝ ବହନ କଲେ। ତାଙ୍କ ଶରୀରର ସେହି କ୍ଷତ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ। Viz kapitola |