୧ ପିତର 2:4 - ପବିତ୍ର ବାଇବଲ4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ “ପଥର”। ଜଗତର ଲୋକମାନେ ସେହି ପଥରଟି ଅଗ୍ରାହ୍ୟ କଲେ। କିନ୍ତୁ ପରମେଶ୍ୱର ସେହି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ୱରଙ୍କ ପାଇଁ ତାହାଙ୍କ ମୂଲ୍ୟ ଅଧିକ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, Viz kapitolaଓଡିଆ ବାଇବେଲ4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)4 ମନୁଷ୍ୟମାନେ ଯେଉଁ ଜୀବନ୍ତ ପ୍ରସ୍ତର ସ୍ୱରୁପ ପ୍ରଭୁଙ୍କୁ ମୂଲ୍ୟହୀନ ଭାବି ପ୍ରତ୍ୟାଖ୍ୟାନ କଲେ, ତାଙ୍କ ନିକଟକୁ ଆସ, କାରଣ ସେ ଈଶ୍ୱରଙ୍କ ଦ୍ୱାରା ବହୁମୂଲ୍ୟ ବିହବେଚିତ ହୋଇ ମନୋନୀତ ହୋଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, Viz kapitola |