୧ ପିତର 3:16 - ପବିତ୍ର ବାଇବଲ16 କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ। Viz kapitolaଓଡିଆ ବାଇବେଲ16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ବିନୀତ ଓ ଭଦ୍ର ଭାବରେ ଉତ୍ତର ଦିଅ। ତୁମ୍ଭମାନଙ୍କ ବିବେକକୁ ନିର୍ମଳ ରଖ। ତା’ ହେଲେ, ତୁମେ ଖ୍ରୀଷ୍ଟଙ୍କ ଅନୁଗାମୀରୂପେ ସଦାଚରଣ କରୁଥିବା ବେଳେ, ଯେଉଁମାନେ ତୁମର ମିଥ୍ୟା ଅପବାଦ କରନ୍ତି, ସେମାନେ ଲଜ୍ଜିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ। Viz kapitola |