୧ ପିତର 3:5 - ପବିତ୍ର ବାଇବଲ5 ବହୁ ପୂର୍ବରୁ ପରମେଶ୍ୱରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସେମାନେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସେମାନେ ନିଜ ପତିମାନଙ୍କ ଅଧୀନରେ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ପୂର୍ବକାଳରେ ସାଧ୍ଵୀ ସ୍ତ୍ରୀମାନେ ମଧ୍ୟ ଈଶ୍ଵରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ। Viz kapitolaଓଡିଆ ବାଇବେଲ5 କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ୱରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)5 ଅତୀତରେ ଯେଉଁ ସାଧ୍ୱୀ ସ୍ତ୍ରୀମାନେ ଈଶ୍ୱରଙ୍କଠାରେ ଭରସା ରଖିଥିଲେ, ସେମାନେ ସ୍ୱାମୀର ବଶୀଭୂତା ହେବା ଦ୍ୱାରା ନିଜକୁ ବିଭଷିତା କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ। Viz kapitola |