୧ ପିତର 3:6 - ପବିତ୍ର ବାଇବଲ6 ମୁଁ ‘ସାରା’ ଭଳି ସ୍ତ୍ରୀଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା'ହେଲେ ସାରାର ପ୍ରକୃତ ସନ୍ତାନ ଅଟ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ଭୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ। Viz kapitolaଓଡିଆ ବାଇବେଲ6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ । Viz kapitolaପବିତ୍ର ବାଇବଲ (CL) NT (BSI)6 ସାରା ସେହିପରି ଜଣେ ସ୍ତ୍ରୀ ଥିଲେ। ସେ ଅବ୍ରାହାମଙ୍କ ଆଜ୍ଞାଧୀନା ହୋଇ ତାଙ୍କୁ ପ୍ରଭୁ ବୋଲି ସମ୍ବୋଧନ କରୁଥିଲେ। ତୁମ୍ଭେମାନେ ବର୍ତ୍ତମାନ ତାଙ୍କର କନ୍ୟା। ଯଦି ସଦାଚରଣ କର, ତା’ହେଲେ, କୌଣସି ବିଷୟ ତୁମ୍ଭମାନଙ୍କୁ ଆଉ ଭୟଭୀତ କରିପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ। Viz kapitola |