୧ ପିତର 4:13 - ପବିତ୍ର ବାଇବଲ13 ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ। Viz kapitolaଓଡିଆ ବାଇବେଲ13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)13 ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ। Viz kapitola |