୧ ପିତର 4:14 - ପବିତ୍ର ବାଇବଲ14 ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ୟ ବୋଲି ଜାଣିବ। ତୁମ୍ଭ ଭିତରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ୟ। ତାହା ହିଁ ହେଉଛି ପରମେଶ୍ୱରଙ୍କ ଆତ୍ମା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି। Viz kapitolaଓଡିଆ ବାଇବେଲ14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ୱରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)14 ଖ୍ରୀଷ୍ଟଙ୍କ ଅନୁଗାମୀ ହୋଇଥିବାରୁ ଅପମାନିତ ହେଲେ, ତୁମ୍ଭେମାନେ ପ୍ରକୃତରେ ଧନ୍ୟ, କାରଣ ଈଶ୍ୱରଙ୍କ ଗୌରବମୟ ଆତ୍ମା ତୁମଠାରେ ଅଧିଷ୍ଠାନ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି। Viz kapitola |