୧ ପିତର 4:16 - ପବିତ୍ର ବାଇବଲ16 ତୁମ୍ଭେ ସେହି ଖ୍ରୀଷ୍ଟିୟାନ ନାମଟି ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ। Viz kapitolaଓଡିଆ ବାଇବେଲ16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ତୁମ୍ଭେମାନେ ଯଦି ଖ୍ରୀଷ୍ଟବିଶ୍ୱାସୀ ହେବାରୁ ଦୁଃଖଭୋଗ କରୁଛୁ, ତେବେ ଲଜ୍ଜିତ ହୁଅ ନାିଁ। ଈଶ୍ୱରଙ୍କୁ ଧନ୍ୟବାଦ ଦିଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ଧାରଣ କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ। Viz kapitola |