୧ ପିତର 4:6 - ପବିତ୍ର ବାଇବଲ6 ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସେମାନଙ୍କୁ ସୁସମାଗ୍ଭର କୁହାଯାଇଥିଲା, କାରଣ ସବୁ ଲୋକଙ୍କର ବିଗ୍ଭର ହେବା ଭଳି ସେମାନଙ୍କର ମଧ୍ୟ ବିଗ୍ଭର ହେବ। ସେମାନେ ଜୀବିତ ଥିଲାବେଳେ ଯାହାକିଛି କରିଥିଲେ, ସେହି ଅନୁସାରେ ବିଗ୍ଭରିତ ହେବେ। କିନ୍ତୁ ସେମାନେ ଯେପରି ପରମେଶ୍ୱରଙ୍କ ଭଳି ଆତ୍ମାରେ ଜୀବିତ ହେବେ, ଏଥିପାଇଁ ସେମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭରିତ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। Viz kapitolaଓଡିଆ ବାଇବେଲ6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ୱରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)6 ଏଥିପାଇଁ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରାଯାଇଥିଲା, ଯେପରି ସେମାନେ ମନୁଷ୍ୟମାନଙ୍କ ପରି ଶାରୀରିକଭାବେ ବିଚାରିତ ହୋଇଥିଲେ ସୁଦ୍ଧା, ଈଶ୍ୱରଙ୍କ ଅନୁରୂପ ଆତ୍ମାରେ ସଜୀବ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। Viz kapitola |