୧ ପିତର 4:7 - ପବିତ୍ର ବାଇବଲ7 ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ, Viz kapitolaଓଡିଆ ବାଇବେଲ7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ, Viz kapitolaପବିତ୍ର ବାଇବଲ (CL) NT (BSI)7 ସବୁ ବିଷୟର ଅନ୍ତିମ କାଳ ସନ୍ନିକଟ। ତୁମ୍ଭେମାନେ ପ୍ରାର୍ଥନାରେ ନିବିଷ୍ଟ ରହିବା ପାଇଁ ଆତ୍ମସଂଯମୀ ହୋଇ ସଜାଗ ରୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ, Viz kapitola |