୧ ପିତର 4:8 - ପବିତ୍ର ବାଇବଲ8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର। Viz kapitolaପବିତ୍ର ବାଇବଲ (Re-edited) - (BSI)8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। Viz kapitolaଓଡିଆ ବାଇବେଲ8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ । Viz kapitolaପବିତ୍ର ବାଇବଲ (CL) NT (BSI)8 ସର୍ବୋପରି ପରସ୍ପରକୁ ଆନ୍ତରିକ ଭାବରେ ପ୍ରେମ କର, କାରଣ ପ୍ରେମ ଅନେକ ପାପ ଆଚ୍ଛାଦନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। Viz kapitola |