୧ ପିତର 5:14 - ପବିତ୍ର ବାଇବଲ14 ଯେତେବେଳେ ଦେଖା ସାକ୍ଷାତ ହେଉଛି, ପରସ୍ପରକୁ ପ୍ରେମ ଚୁମ୍ବନ ଦ୍ୱାରା ନମସ୍କାର କର। ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭ ସମସ୍ତଙ୍କୁ ଶାନ୍ତି ମିଳୁ। ଆମେନ୍। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପ୍ରେମ ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ। Viz kapitolaଓଡିଆ ବାଇବେଲ14 ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)14 ଖ୍ରୀଷ୍ଟୀୟ ପ୍ରେମ ଚୁମ୍ବନରେ ପରସ୍ପରକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟାଶ୍ରିତ ତୁମ ସମସ୍ତଙ୍କର ଶାନ୍ତି ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ। Viz kapitola |