୧ ପିତର 5:4 - ପବିତ୍ର ବାଇବଲ4 ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ। Viz kapitolaଓଡିଆ ବାଇବେଲ4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)4 ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। Viz kapitola |