1 ଶାମୁୟେଲ 1:13 - ପବିତ୍ର ବାଇବଲ13 ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା'ର ଓଷ୍ଠ ହଲୁଥିଲା। ମାତ୍ର ତା'ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ। Viz kapitolaଓଡିଆ ବାଇବେଲ13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ। Viz kapitola |