1 ଶାମୁୟେଲ 1:14 - ପବିତ୍ର ବାଇବଲ14 ଏଲି ହାନ୍ନାଙ୍କୁ କହିଲେ, “ତୁମ୍ଭେ ଆଉ କେତେକାଳ ମାତାଲ ହେଉଥିବ? ଦ୍ରକ୍ଷାରସରୁ ଦୂରେଇ ରୁହ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର। Viz kapitolaଓଡିଆ ବାଇବେଲ14 ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।” Viz kapitola |