1 ଶାମୁୟେଲ 1:20 - ପବିତ୍ର ବାଇବଲ20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା। Viz kapitolaଓଡିଆ ବାଇବେଲ20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।” Viz kapitola |