1 ଶାମୁୟେଲ 1:21 - ପବିତ୍ର ବାଇବଲ21 ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Viz kapitolaଓଡିଆ ବାଇବେଲ21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Viz kapitola |