1 ଶାମୁୟେଲ 1:28 - ପବିତ୍ର ବାଇବଲ28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।” ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Viz kapitolaଓଡିଆ ବାଇବେଲ28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Viz kapitola |