1 ଶାମୁୟେଲ 10:20 - ପବିତ୍ର ବାଇବଲ20 ଏପ୍ରକାରେ ଶାମୁୟେଲ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କୁ ଏକତ୍ରିତ କରନ୍ତେ, ପ୍ରଥମତଃ ବିନ୍ୟାମୀନ ପରିବାରବର୍ଗ ନିର୍ଣ୍ଣିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ ବଂଶ ନିର୍ଣ୍ଣୀତ ହେଲା। Viz kapitolaଓଡିଆ ବାଇବେଲ20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା। Viz kapitola |