1 ଶାମୁୟେଲ 10:25 - ପବିତ୍ର ବାଇବଲ25 ଶାମୁୟେଲ ଲୋକମାନଙ୍କୁ ବନ୍ଧୁତାର ନିୟମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ। ତା'ପରେ ଶାମୁୟେଲ ଲୋକମାନଙ୍କୁ ନିଜ ନିଜ ଘରକୁ ଯିବାକୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ତେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ। Viz kapitolaଓଡିଆ ବାଇବେଲ25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ। Viz kapitola |