1 ଶାମୁୟେଲ 11:1 - ପବିତ୍ର ବାଇବଲ1 ପ୍ରାୟ ଏକ ମାସ ପରେ ଅମ୍ମୋନୀୟ ନାହଶ ଏବଂ ତାଙ୍କ ସେନା ଯାବେଶ୍ ଗିଲିୟଦ ଛାଉଣି ସ୍ଥାପନ କଲେ। ଯାବେଶ୍ର ଲୋକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ନିୟମ ପ୍ରବର୍ତ୍ତନ କର, ଆମ୍ଭେ ତାହା ପାଳନ କରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା । Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।” Viz kapitola |