1 ଶାମୁୟେଲ 11:15 - ପବିତ୍ର ବାଇବଲ15 ତା'ପରେ ସମସ୍ତେ ଗିଲ୍ଗଲ୍ ଗଲେ, ସେଠାରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜାରୂପେ ଅଭିଷକ୍ତ କଲେ। ସେମାନେ ସମସ୍ତେ ସଦାପ୍ରଭୁଙ୍କୁ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଶାଉଲ ଏବଂ ଇସ୍ରାଏଲୀୟମାନେ ମହା ଆନନ୍ଦରେ ଏହା ପାଳନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ। Viz kapitolaଓଡିଆ ବାଇବେଲ15 ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ। Viz kapitola |