1 ଶାମୁୟେଲ 11:6 - ପବିତ୍ର ବାଇବଲ6 ଶାଉଲ ସମସ୍ତ କଥା ଶୁଣିଲେ। ତା'ପରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କ ଦେହରେ ଅତିଶୟ ପ୍ରଜ୍ୱଳିତ ହେଲା। ଶାଉଲ କ୍ରୋଧରେ ଜର୍ଜରିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି କଥା ଶୁଣିବାମାତ୍ର ପରମେଶ୍ଵରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା। Viz kapitolaଓଡିଆ ବାଇବେଲ6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। Viz kapitola |