1 ଶାମୁୟେଲ 12:14 - ପବିତ୍ର ବାଇବଲ14 ବର୍ତ୍ତମାନ ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କର ଓ ତାଙ୍କୁ ସେବା କର, ଯେବେ ତୁମ୍ଭେମାନେ ତାଙ୍କର ବାକ୍ୟ ଶୁଣ, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କ ବିରୁଦ୍ଧରେ ନ ଯାଅ, ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କର ଶାସକ ରାଜା, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦ୍ୱାରା ରକ୍ଷା ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ; Viz kapitolaଓଡିଆ ବାଇବେଲ14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ; Viz kapitola |