1 ଶାମୁୟେଲ 12:15 - ପବିତ୍ର ବାଇବଲ15 କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ କଥା ନ ମାନ ଏବଂ ତାଙ୍କ ବିରୁଦ୍ଧରେ ଯାଅ, ତେବେ ପରମେଶ୍ୱରଙ୍କର ହସ୍ତ ତୁମ୍ଭମାନଙ୍କ ବିରୁଦ୍ଧରେ ଯିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରୁଦ୍ଧରେ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷ-ଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ। Viz kapitolaଓଡିଆ ବାଇବେଲ15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ। Viz kapitola |