1 ଶାମୁୟେଲ 12:23 - ପବିତ୍ର ବାଇବଲ23 ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ଶିକ୍ଷା ଦେବା ଗ୍ଭଲୁ ରଖିବି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି। Viz kapitolaଓଡିଆ ବାଇବେଲ23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି। Viz kapitola |