1 ଶାମୁୟେଲ 12:5 - ପବିତ୍ର ବାଇବଲ5 ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସେମାନେ ଦୃଢ଼ କରିବାକୁ ସାକ୍ଷୀ ରହିଲେ ଯେ ତୁମ୍ଭ ବିରୁଦ୍ଧରେ ଜାଣିଲେ ମୁଁ କିଛି ଭୁଲ୍ କରି ନାହିଁ।” ଲୋକମାନେ କହିଲେ, “ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ୟ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି। Viz kapitolaଓଡିଆ ବାଇବେଲ5 ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।” Viz kapitola |