1 ଶାମୁୟେଲ 13:16 - ପବିତ୍ର ବାଇବଲ16 ଶାଉଲ ଏବଂ ତାଙ୍କ ପୁଅ ଯୋନାଥନ ସୈନ୍ୟମାନଙ୍କ ସହିତ ବିନ୍ୟାମୀନର ଗିବିୟାକୁ ଯାତ୍ରା କଲେ। ପଲେଷ୍ଟୀୟମାନେ ମିକ୍ମସ୍ରେ ସେମାନଙ୍କ ଶିବିର ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ16 ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ। Viz kapitola |