1 ଶାମୁୟେଲ 13:2 - ପବିତ୍ର ବାଇବଲ2 ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମିକ୍ମସ୍ରେ ବୈଥେଲ୍ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବୈଥେଲ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ। Viz kapitolaଓଡିଆ ବାଇବେଲ2 ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବେଥେଲ୍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବେଥେଲ୍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ। Viz kapitola |