Online Bible

- Reklamy -

1 ଶାମୁୟେଲ 13:21 - ପବିତ୍ର ବାଇବଲ

21 ପଲେଷ୍ଟୀୟମାନେ ଫାଳ ଓ କୋଦାଳ ଶାଣ କରିବା ପାଇଁ ଏକ ତୃତୀୟାଂଶ ପାଉନସ୍ ରୂପା ଏବଂ କୁହ୍ରାଡ଼ି ଗଇଁତି ଶାଣ କରିବା ପାଇଁ ଏକ ଷଷ୍ଠାଂଶ ପାଉନସ୍ ରୂପା ନେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।

Viz kapitola kopírovat

1 ଶାମୁୟେଲ 13:21

Následuj nás:

Reklamy

Reklamy