1 ଶାମୁୟେଲ 13:6 - ପବିତ୍ର ବାଇବଲ6 ଇସ୍ରାଏଲୀୟମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗୁମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ୟାନ୍ୟ ଗାତ୍ରରେ ଆତ୍ମଗୋପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ପାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ। Viz kapitolaଓଡିଆ ବାଇବେଲ6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ। Viz kapitola |