1 ଶାମୁୟେଲ 14:12 - ପବିତ୍ର ବାଇବଲ12 ପଲେଷ୍ଟୀୟ ଶିବିରରେ ଥିବା ପ୍ରହରୀମାନେ ବଡ଼ ପାଟିରେ ଯୋନାଥନ ଓ ତାଙ୍କ ଭୃତ୍ୟକୁ କହିଲେ, “ଏଠାକୁ ଆସ, ଆମ୍ଭେ ତୁମ୍ଭେ ଦୁହିଁଙ୍କୁ ଉଚିତ୍ ଶିକ୍ଷା ଦେବୁ।” ଯୋନାଥନ ତାଙ୍କ ଭୃତ୍ୟକୁ କହିଲେ, “ମୋତେ ଅନୁସରଣ କରି ପାହାଡ଼ ପର୍ଯ୍ୟନ୍ତ ଆସ। ସଦାପ୍ରଭୁ ଆମ୍ଭକୁ ଇସ୍ରାଏଲଠାରୁ ପଲେଷ୍ଟୀୟକୁ ପରାଜୟ କରିବା ପାଇଁ ପଠାଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା। ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି। Viz kapitolaଓଡିଆ ବାଇବେଲ12 ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା। ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋ’ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।” Viz kapitola |