1 ଶାମୁୟେଲ 14:13 - ପବିତ୍ର ବାଇବଲ13-14 ଏଥିରେ ଯୋନାଥନ ନିଜର ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲେ ଓ ତାହାର ସାହାଯ୍ୟକାରୀ ତାଙ୍କ ପଛେ ପଛେ ଗଲା। ସେମାନେ ସେହି ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ, ଯୋନାଥନ ଆକ୍ରମଣ କଲେ ଓ ଯେଉଁମାନେ ଆଗରେ ଥିଲେ ସେମାନଙ୍କୁ ହତ୍ୟା କଲେ ଏବଂ ତାଙ୍କର ସାହାଯ୍ୟକାରୀ ପଛରେ ଯୋନାଥନଙ୍କ ଦ୍ୱାରା ଆହତ ହୋଇଥିବା ଲୋକମାନଙ୍କୁ ହତ୍ୟା କଲା। ଅଧା ଏକର ଜମିରେ ଯୋନାଥନ ଏବଂ ତାଙ୍କର ସାହାଯ୍ୟକାରୀ ପ୍ରଥମେ ଆକ୍ରମଣ ସମୟରେ କୋଡ଼ିଏ ଜଣଙ୍କୁ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା। Viz kapitola |