1 ଶାମୁୟେଲ 14:20 - ପବିତ୍ର ବାଇବଲ20 ଶାଉଲ ସୈନ୍ୟମାନଙ୍କୁ ଏକତ୍ରିତ କରି ସେମାନଙ୍କୁ ଯୁଦ୍ଧଭୂମିକୁ ପଠାଇଲେ। ପଲେଷ୍ଟୀୟ ସୈନ୍ୟମାନେ ଏମିତି ଦ୍ୱନ୍ଦରେ ପଡ଼ିଗଲେ ଯେ, ଏପରିକି ସେମାନେ ନିଜ ନିଜ ଖଡ଼୍ଗ ଆପଣା ସାଥୀ ସୈନ୍ୟ ବିରୁଦ୍ଧରେ ଉଠାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକି ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ଼୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି। Viz kapitolaଓଡିଆ ବାଇବେଲ20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି। Viz kapitola |