1 ଶାମୁୟେଲ 14:23 - ପବିତ୍ର ବାଇବଲ23 ଏହିପରି ସଦାପ୍ରଭୁ ସେଦିନ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ। ବୈଥାବନ ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। ପ୍ରତ୍ୟେକ ସୈନ୍ୟ ଶାଉଲଙ୍କ ସହିତ ଥିଲେ। ପ୍ରାୟ 10,000 ଲୋକ ଶାଉଲଙ୍କୁ ସାହାଯ୍ୟ କରୁଥିଲେ। ଇଫ୍ରୟିମ ପର୍ବତ ଦେଶର ସମସ୍ତ ସହରକୁ ଯୁଦ୍ଧ ବ୍ୟାପିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବୈଥାବନ୍ର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। Viz kapitolaଓଡିଆ ବାଇବେଲ23 ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। Viz kapitola |