Online Bible

- Reklamy -

1 ଶାମୁୟେଲ 14:27 - ପବିତ୍ର ବାଇବଲ

27 କିନ୍ତୁ ଯୋନାଥନ ପ୍ରତିଜ୍ଞା ବିଷୟରେ ଜାଣି ନ ଥିଲେ। ସେ ତାଙ୍କ ବାପା ଲୋକମାନଙ୍କୁ ପ୍ରତିଜ୍ଞା କରିବାକୁ ବାଧ୍ୟ କରିଥିବା କଥା ସେ ଜାଣି ନ ଥିଲେ। ଯୋନାଥନ ହାତରେ ବାଡ଼ି ଥିଲା, ସେ ବାଡ଼ିର ଅଗ୍ରଭାଗ ଦ୍ୱାରା କିଛି ମହୁ ବାହାର କରି ଆଣିଲେ ଏବଂ ଖାଇଲେ ଏବଂ ବହୁତ ଆଶ୍ୱସ୍ତ ବୋଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।

Viz kapitola kopírovat

1 ଶାମୁୟେଲ 14:27

Následuj nás:

Reklamy

Reklamy