Online Bible

- Reklamy -




1 ଶାମୁୟେଲ 14:29 - ପବିତ୍ର ବାଇବଲ

29 ଯୋନାଥନ କହିଲେ, “ମୋ’ ବାପା ଏ ଦେଶକୁ ବହୁତ ସମସ୍ୟା ଆଣିଛନ୍ତି। ଦେଖ! ମୁଁ ଅଳ୍ପ ମହୁ ଖାଇ କିପରି ଆଶ୍ୱସ୍ତ ବୋଧ କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ଯୋନାଥନ କହିଲା, ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ଵାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛିଣ!

Viz kapitola kopírovat

ଓଡିଆ ବାଇବେଲ

29 ତହିଁରେ ଯୋନାଥନ କହିଲା, ମୋ’ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି !

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!

Viz kapitola kopírovat




1 ଶାମୁୟେଲ 14:29

Následuj nás:

Reklamy


Reklamy