Online Bible

- Reklamy -




1 ଶାମୁୟେଲ 14:30 - ପବିତ୍ର ବାଇବଲ

30 ଯଦି ଆମ୍ଭେ ଲୁଣ୍ଠିତ ହୋଇଥିବା ଖାଦ୍ୟ ଖାଇଥା’ନ୍ତୁ କେତେ ଭଲ ହୋଇଥା’ନ୍ତା? ଆମ୍ଭେ ଅଧିକାଂଶ ପଲେଷ୍ଟୀୟଙ୍କୁ ହତ୍ୟା କରି ପାରିଥା’ନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ଵଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାʼନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା ? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।”

Viz kapitola kopírovat




1 ଶାମୁୟେଲ 14:30

Následuj nás:

Reklamy


Reklamy