1 ଶାମୁୟେଲ 14:34 - ପବିତ୍ର ବାଇବଲ34 ଶାଉଲ କହିଲେ, “ଯାଅ ଓ ସମସ୍ତଙ୍କୁ କୁହ ସେମାନଙ୍କର ବଳଦ ଓ ମେଷ ମୋ’ ନିକଟକୁ ଆଣିବା ପାଇଁ। ତା'ପରେ ସେମାନେ ନିଶ୍ଚୟ ଏଠାରେ ବଳଦ ଓ ମେଷକୁ ବଧ କରିବେ ଓ ଖାଇବେ। ରକ୍ତମିଶା କଞ୍ଚାମାଂସ ଖାଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର। ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ। Viz kapitolaଓଡିଆ ବାଇବେଲ34 ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋ’ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର। ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ। Viz kapitola |