1 ଶାମୁୟେଲ 14:37 - ପବିତ୍ର ବାଇବଲ37 ତେଣୁ ଶାଉଲ ପରମେଶ୍ୱରଙ୍କୁ ପଗ୍ଭରିଲେ, “ମୁଁ ପଲେଷ୍ଟୀୟଙ୍କ ପଛରେ ଯିବି କି? ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କୁ ପରାସ୍ତ କରିବାକୁ ଦେବ କି?” କିନ୍ତୁ ପରମେଶ୍ୱର ନୀରବ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତହୁଁ ଶାଉଲ ପରମେଶ୍ଵରଙ୍କ ନିକଟରେ ପଚାରିଲେ, ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁଣ। Viz kapitolaଓଡିଆ ବାଇବେଲ37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, ମୁଁ କ’ଣ ପଲେଷ୍ଟୀୟମାନଙ୍କ ପଛରେ ଯିବି ? ତୁମ୍ଭେ କ’ଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ। Viz kapitola |