1 ଶାମୁୟେଲ 14:44 - ପବିତ୍ର ବାଇବଲ44 ଶାଉଲ କହିଲେ, “ମୁଁ ପରମେଶ୍ୱରଙ୍କ ପାଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ମୋ’ ପ୍ରତିଜ୍ଞା ନ ରଖେ, ତେବେ ମୋତେ ଦଣ୍ତିତ କରିବା ପାଇଁ ପରମେଶ୍ୱରଙ୍କୁ କହିଛି। ଯୋନାଥନ ନିଶ୍ଚୟ ମରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ତେବେ ଶାଉଲ କହିଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତା; ମରିବ। Viz kapitolaଓଡିଆ ବାଇବେଲ44 ତେବେ ଶାଉଲ କହିଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।” Viz kapitola |