1 ଶାମୁୟେଲ 14:45 - ପବିତ୍ର ବାଇବଲ45 ଏଥର ସୈନ୍ୟମାନେ ଶାଉଲଙ୍କୁ କହିଲେ, “ଯୋନାଥନ ଆଜି ଇସ୍ରାଏଲକୁ ମହାଉଦ୍ଧାର କରିଛନ୍ତି। ଯୋନାଥନ ମରିବ, ଏହା କେବେ ହୋଇ ନ ପାରେ। ଆମ୍ଭେ ଜୀବିତ ପରମେଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛୁ, କେହି ଯୋନାଥନଙ୍କୁ ହତ୍ୟା ତ ଦୂରର କଥା ମୁଣ୍ଡରୁ ଗୋଟିଏ କେଶ ମଧ୍ୟ ତଳେ ପଡ଼ିବାକୁ ଦେବୁ ନାହିଁ। ପରମେଶ୍ୱର ପଲେଷ୍ଟୀୟ କବଳରୁ ଇସ୍ରାଏଲକୁ ଉଦ୍ଧାର ପାଇଁ ଯୋନାଥନଙ୍କୁ ସାହାଯ୍ୟ କରିଛନ୍ତି।” ତେଣୁ ଲୋକମାନ ଯୋନାଥନଙ୍କୁ ସାହାଯ୍ୟ କରିବେ, ତାଙ୍କୁ କେବେ ବି ହତ୍ୟା କରିବା ପାଇଁ ଦିଆଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ କାରଣ ସେ ଆଜି ପରମେଶ୍ଵରଙ୍କ ସହିତ କର୍ମ କରିଅଛିନ୍ତଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁ ହେଲା ନାହିଁ। Viz kapitolaଓଡିଆ ବାଇବେଲ45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ। Viz kapitola |