1 ଶାମୁୟେଲ 14:46 - ପବିତ୍ର ବାଇବଲ46 ଶାଉଲ ପଲେଷ୍ଟୀୟମାନଙ୍କୁ ଗୋଡ଼ାଇଲେ ନାହିଁ ବରଂ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ। Viz kapitolaଓଡିଆ ବାଇବେଲ46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ। Viz kapitola |