1 ଶାମୁୟେଲ 14:9 - ପବିତ୍ର ବାଇବଲ9 ଯଦି ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ ଆଡ଼କୁ ଆସିବା’, ତେବେ ଆମ୍ଭେମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ଆଡ଼କୁ ଯିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ। Viz kapitolaଓଡିଆ ବାଇବେଲ9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା;’ ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ। Viz kapitola |