1 ଶାମୁୟେଲ 15:21 - ପବିତ୍ର ବାଇବଲ21 ଏବଂ ସୈନ୍ୟମାନେ ଗିଲ୍ଗଲ୍ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ। Viz kapitolaଓଡିଆ ବାଇବେଲ21 ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।” Viz kapitola |