1 ଶାମୁୟେଲ 15:29 - ପବିତ୍ର ବାଇବଲ29 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହୁରି ଇସ୍ରାଏଲର ବିଶ୍ଵାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ଵିମତ ହେବେ। Viz kapitolaଓଡିଆ ବାଇବେଲ29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।” Viz kapitola |