1 ଶାମୁୟେଲ 15:3 - ପବିତ୍ର ବାଇବଲ3 ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ଵ ବର୍ଜିତ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର। Viz kapitolaଓଡିଆ ବାଇବେଲ3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’” Viz kapitola |